ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

କେନ୍ଦ୍ରାପଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟ ଗସ୍ତ କରି କାର୍ଯ୍ୟ ତଦାରଖ କରିଛନ୍ତି। ସେ ଆଉଟଡୋର୍ ପରିଦର୍ଶନ କରିବା ସହ ସମସ୍ତ ୱାର୍ଡ ବୁଲି ଦେଖିଥିଲେ। ଏହାସହ ମେଡିସିନ୍ ଷ୍ଟକ୍ ରୁମକୁ ଯାଇ କେତେ ପରିମାଣର ଔଷଧ ମହଜୁଦ ଅଛି ତାହା ଯାଞ୍ଚ କରିଥିଲେ। ଚିକିତ୍ସାଳୟରେ ଜଣେ ଡାକ୍ତରଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ କର୍ମଚାରୀଙ୍କ କାର୍ଯ୍ୟରେ ଅବହେଳା ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସିଡିଏମ୍ଓଙ୍କୁ ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’