ଡେରାବିଶ ବ୍ଲକର ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡା:ବିଜେଡିର ବରିଷ୍ଠ ନେତା ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋମବାର ଡେରାବିଶ ବ୍ଲକରେ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ସାଂସଦ ପାଣ୍ଠିରୁ ୨୬ ଲକ୍ଷ ଟଙ୍କ। ବ୍ୟୟରେ ନିର୍ମାଣାଧୀନ ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି କାର୍ଯ୍ୟକୁ ତ୍ୱରାନ୍ୱିତ କରି ଖୁବଶୀଘ୍ର ଶେଷ କରାଯିବ ବୋଲି ସେ କହିଛନ୍ତି। ସେ ଡେରାବିଶ ବ୍ଲକର ଲୁଣା ନଦୀ ଉପରେ ନିର୍ମାଣାଧୀନ ଦାନପୁ ସେତୁ କାର୍ଯ୍ୟର ଅଗ୍ରଗତି ନେଇ ମଧ୍ୟ ସମୀକ୍ଷା କରିଥିଲେ। ଏହି ସେତୁ ନିର୍ମାଣ ହେଲେ କେନ୍ଦ୍ରାପଡ଼ା ସମେତ କଟକ ଓ ଜଗତସିଂପୁର ଜିଲ୍ଲାର ଗମନାଗମନରେ ଉନ୍ନତ ହୋଇପାରିବ ବୋଲି ସାଂସଦ ପଣ୍ଡା କହିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’