ବଲାଙ୍ଗିର: ବସ୍‌ ଓଲଟି ୫ ଆହତ

ବଲାଙ୍ଗିର: ବଲାଙ୍ଗିର ସଦରଥାନା ସିଂଖମନ ଗାଁ ନିକଟରେ ରାସ୍ତାକଡକୁ ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୫ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବଲାଙ୍ଗିର ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ଦିନ ପ୍ରାୟ ୧୨ଟାରେ ବନ୍ଧପଡା ଠାରୁ ବଲାଙ୍ଗିରକୁ ଆସୁଥିଲା ସାରଳା ନାମକ ଏହି ବସ୍। ବସରେ ମାତ୍ର ୧୦ ଜଣ ଯାତ୍ରୀ ଥିଲେ। ବସଟି ସିଂଖମନ ନିକଟରେ ରାସ୍ତା କଡକୁ ଓଲଟି ପଡ଼ିବା ପରେ ଗୋଟିଏ ଗଛରେ ବାଡେଇ ହୋଇ ରହିଯାଇଥିଲା।  ଦୁର୍ଘଟଣା ପରେ ବସ୍ କର୍ମଚାରୀ  ଫେରାର ହୋଇଯାଇଛନ୍ତି। ବଲାଙ୍ଗିର ସଦର ପୋଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’