ବଣାଇ: କାର ଓଲଟି ଜଣେ ମୃତ, ଜଣେ ଆହତ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ମଧୁପୁର ନିକଟରେ ବୁଧବାର ସକାଳେ ଏକ କାର ଓଲଟି  ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି।  ମୃତକଙ୍କ ନାମ ତାପସ ସାହୁ। ଆହତ ଜଣଙ୍କୁ ଗୁରୁତର ଅବସ୍ଥାରେ  ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  କାରଟି ଭୁବନେଶ୍ୱରର ଏକ କମ୍ପାନୀରୁ କିଛି ସାମଗ୍ରୀ ନେଇ ରାଉରକେଲା ଯାଉଥିବା ବେଳେ ମଧୁପୁର ନିକଟରେ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସିପଡ଼ିଥିଲା। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’