ବାଙ୍କୁଆଳରେ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ: ହତ୍ୟାକାରୀଙ୍କୁ ଗିରଫ ଓ କ୍ଷତିପୂରଣ ଦାବିରେ ରାସ୍ତାରୋକ

ଭୁବନେଶ୍ୱର: ଭୁବନେଶ୍ୱରର ସହିଦନଗର ଥାନା ଅନ୍ତର୍ଗତ ବାଙ୍କୁଆଳରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣାରେ ଆଜି ଉତ୍ତ୍ୟକ୍ତ ଗାଁ ଲୋକେ ରାସ୍ତାରୋକ କରିଥିଲେ। ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ସ୍ଥାନୀୟ ଲୋକେ ବାଙ୍କୁଆଳ ବ୍ରିଜ୍‌ ପାଖରେ ରାସ୍ତା ଅବରୋଧ କରିଥିଲେ। ଗତକାଲି ବାଙ୍କୁଆଳରେ ସୁଶାନ୍ତ ନାୟକ ନାମକ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ବାଙ୍କୁଆଳ ଛକରେ ସୁଶାନ୍ତଙ୍କ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ […]

bankual

bankual

Rakesh Mallick
  • Published: Saturday, 28 January 2017
  • Updated: 28 January 2017, 02:09 PM IST

Sports

Latest News

ଭୁବନେଶ୍ୱର: ଭୁବନେଶ୍ୱରର ସହିଦନଗର ଥାନା ଅନ୍ତର୍ଗତ ବାଙ୍କୁଆଳରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣାରେ ଆଜି ଉତ୍ତ୍ୟକ୍ତ ଗାଁ ଲୋକେ ରାସ୍ତାରୋକ କରିଥିଲେ। ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ସ୍ଥାନୀୟ ଲୋକେ ବାଙ୍କୁଆଳ ବ୍ରିଜ୍‌ ପାଖରେ ରାସ୍ତା ଅବରୋଧ କରିଥିଲେ।

ଗତକାଲି ବାଙ୍କୁଆଳରେ ସୁଶାନ୍ତ ନାୟକ ନାମକ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ବାଙ୍କୁଆଳ ଛକରେ ସୁଶାନ୍ତଙ୍କ ମୃତଦେହ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ କ୍ୟାପିଟାଲ୍ ହସ୍‌ପିଟାଲ୍ ଅଣାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos