ବରମୁଣ୍ଡା ଓଭରବ୍ରିଜରେ ବାଇକକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜରେ ଏକ ବାଇକକୁ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ସ୍ଥିତିକୁ ଶାନ୍ତ କରିଥିଲା । ପରେ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

baramuda

baramuda

Rakesh Mallick
  • Published: Thursday, 12 November 2015
  • Updated: 12 November 2015, 09:47 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story