ନିଆଁ ଆଁରେ ଅଧା ଗାଁ; ପାଉଁଶ ହୋଇଗଲା ୨୦ ବଖରା ଘର

ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍ ବେହେରାପାଲି ଗାଁରେ ଆଜି ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୧୭ ପରିବାର ୨୦ ବଖରା ଘର ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଧାନ, ଚାଉଳ ସମେତ ସମସ୍ତ ଆସବାବପତ୍ର ପୋଡି ଯାଇଛି। ଖବର ପାଇ ଆମ୍ୱାଭୋନା ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବା ସମ୍ଭବ ହୋଇନଥିଲା। ଘଟଣାସ୍ଥଳରେ ବରଗଡ଼ ଉପଜିଲ୍ଲାପାଳ ଓ ଆମ୍ୱୋଭୋନା ବିଡିଓ […]

fire

fire

Rakesh Mallick
  • Published: Monday, 24 April 2017
  • Updated: 24 April 2017, 10:09 PM IST

Sports

Latest News

ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ୍ ବେହେରାପାଲି ଗାଁରେ ଆଜି ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୧୭ ପରିବାର ୨୦ ବଖରା ଘର ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଧାନ, ଚାଉଳ ସମେତ ସମସ୍ତ ଆସବାବପତ୍ର ପୋଡି ଯାଇଛି। ଖବର ପାଇ ଆମ୍ୱାଭୋନା ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ଆୟତ୍ତ କରିବା ସମ୍ଭବ ହୋଇନଥିଲା। ଘଟଣାସ୍ଥଳରେ ବରଗଡ଼ ଉପଜିଲ୍ଲାପାଳ ଓ ଆମ୍ୱୋଭୋନା ବିଡିଓ ଗାଁରେ ପହଞ୍ଚି କ୍ଷତିଗ୍ରସ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

ମାତ୍ର ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story