ବରଗଡ଼: ସଡ଼କ ଦୁର୍ଘଟଣାରେ ୨ ମୃତ, ୪ ଆହତ

ବରଗଡ଼: ବରଗଡ଼ରେ ଆଜି ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଅମ୍ବାପାଲିର ଦେବରାଜ ସିଂହ ଓ ଦୀପକ ସେଠ। ଆହତମାନଙ୍କୁ ପ୍ରଥମେ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ବରପାଲି ରାସ୍ତାର ହଳଦୀପାଲି ନିକଟରେ ଏକ ଟ୍ରକ୍‌କୁ ଅତିକ୍ରମ କରୁଥିବା ବେଳେ ୩ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’