ବରଗଡ଼: ସଡ଼କ ଦୁର୍ଘଟଣାରେ ୨ ମୃତ, ୪ ଆହତ

ବରଗଡ଼: ବରଗଡ଼ରେ ଆଜି ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଅମ୍ବାପାଲିର ଦେବରାଜ ସିଂହ ଓ ଦୀପକ ସେଠ। ଆହତମାନଙ୍କୁ ପ୍ରଥମେ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବରପାଲି ରାସ୍ତାର ହଳଦୀପାଲି ନିକଟରେ ଏକ ଟ୍ରକ୍‌କୁ ଅତିକ୍ରମ କରୁଥିବା ବେଳେ ୩ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ […]

bike-accident

bike-accident

Rakesh Mallick
  • Published: Tuesday, 25 October 2016
  • Updated: 26 October 2016, 09:19 AM IST

Sports

Latest News

ବରଗଡ଼: ବରଗଡ଼ରେ ଆଜି ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଅମ୍ବାପାଲିର ଦେବରାଜ ସିଂହ ଓ ଦୀପକ ସେଠ। ଆହତମାନଙ୍କୁ ପ୍ରଥମେ ବରଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ବରପାଲି ରାସ୍ତାର ହଳଦୀପାଲି ନିକଟରେ ଏକ ଟ୍ରକ୍‌କୁ ଅତିକ୍ରମ କରୁଥିବା ବେଳେ ୩ଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos