ବାରିପଦା: ଆଦର୍ଶ ବିଦ୍ୟାଳୟର ସ୍ଥାନାନ୍ତର ପ୍ରତିବାଦରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଠାରେ ହେବାକୁ ଥିବା ଆଦର୍ଶ ବିଦ୍ୟାଳୟର ସ୍ଥାନାନ୍ତର ପ୍ରତିବାଦରେ ଆଜି ଦୀଘି ପଞ୍ଚାୟତ ବାସୀଙ୍କ ଦ୍ୱାରା ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକି ରହିଥିଲା। ପୂର୍ବରୁ ଜିଲ୍ଲା ପ୍ରଶାସନ ଦ୍ୱାରା ବାଙ୍ଗିରିପୋଷି ବ୍ଲକର ଦୀଘି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବାକୁ  ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ପର ମୁହୂର୍ତ୍ତରେ ବିଭିନ୍ନ ସମସ୍ୟା ଦର୍ଶାଇ ଏହାକୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି […]

baripada

baripada

Rakesh Mallick
  • Published: Wednesday, 14 September 2016
  • Updated: 14 September 2016, 06:47 PM IST

Sports

Latest News

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଠାରେ ହେବାକୁ ଥିବା ଆଦର୍ଶ ବିଦ୍ୟାଳୟର ସ୍ଥାନାନ୍ତର ପ୍ରତିବାଦରେ ଆଜି ଦୀଘି ପଞ୍ଚାୟତ ବାସୀଙ୍କ ଦ୍ୱାରା ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକି ରହିଥିଲା। ପୂର୍ବରୁ ଜିଲ୍ଲା ପ୍ରଶାସନ ଦ୍ୱାରା ବାଙ୍ଗିରିପୋଷି ବ୍ଲକର ଦୀଘି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବାକୁ  ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ପର ମୁହୂର୍ତ୍ତରେ ବିଭିନ୍ନ ସମସ୍ୟା ଦର୍ଶାଇ ଏହାକୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି କରାଯାଇଥିଲା। ଏହାକୁ ବିରୋଧ କରି ଆଜି ୪୯ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଘଟଣା ସ୍ଥଳରେ ପୋଲିସ୍‌ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story