ବାରିପଦା: ଆଦର୍ଶ ବିଦ୍ୟାଳୟର ସ୍ଥାନାନ୍ତର ପ୍ରତିବାଦରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଠାରେ ହେବାକୁ ଥିବା ଆଦର୍ଶ ବିଦ୍ୟାଳୟର ସ୍ଥାନାନ୍ତର ପ୍ରତିବାଦରେ ଆଜି ଦୀଘି ପଞ୍ଚାୟତ ବାସୀଙ୍କ ଦ୍ୱାରା ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକି ରହିଥିଲା। ପୂର୍ବରୁ ଜିଲ୍ଲା ପ୍ରଶାସନ ଦ୍ୱାରା ବାଙ୍ଗିରିପୋଷି ବ୍ଲକର ଦୀଘି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବାକୁ  ନିଷ୍ପତ୍ତି ନିଆଯାଇଥିଲା। କିନ୍ତୁ ପର ମୁହୂର୍ତ୍ତରେ ବିଭିନ୍ନ ସମସ୍ୟା ଦର୍ଶାଇ ଏହାକୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି କରାଯାଇଥିଲା। ଏହାକୁ ବିରୋଧ କରି ଆଜି ୪୯ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଘଟଣା ସ୍ଥଳରେ ପୋଲିସ୍‌ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’