କ୍ରେନ୍ ଧକ୍କାରେ ମହିଳା ମୃତ, କ୍ରେନ୍‌ ଜାଳି ଦେଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ୱର: ଭୁବନେଶ୍ୱରର କଳାରାହାଙ୍ଗରେ ଜେସିବି ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ  ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ଜେସିବିକୁ ଜାଳି ଦେଇଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି।

bbsr

Rakesh Mallick
  • Published: Saturday, 22 April 2017
  • , Updated: 22 April 2017, 10:54 PM IST

Related story