‘ସତ୍ୟମହିମା ବ୍ରହ୍ମଦୂତ’ ବସ୍‌ ଓଲଟି ପଡ଼ିଲା; ୧୨ ଆହତ

ଭଦ୍ରକ: ଭଦ୍ରକ ଜିଲ୍ଲା ବାଲିମୁଣ୍ଡା ନିକଟରେ ଘଟିଥିବା ବସ୍ ଦୁର୍ଘଟଣାରେ ୧୨ଜଣ ଆହତ ହୋଇଛନ୍ତି। ‘ସତ୍ୟମହିମା ବ୍ରହ୍ମଦୂତ’ ନାମକ ଯାତ୍ରୀବାହୀ ବସ୍ ବାସୁଦେବପୁରର ଧାମରା ଯାଉଥିବାବେଳେ ବାଲିମୁଣ୍ଡା ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ବସ୍‌ରେ ୪୦ଜଣ ଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୨ଜଣ ଆହତ ହୋଇଥିଲେ। ଆହତଙ୍କୁ ଉଦ୍ଧାର କରାଯାଇ ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଥିମଧ୍ୟରୁ ୩ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

bhadrak bus accident

bhadrak bus accident

Rakesh Mallick
  • Published: Thursday, 18 May 2017
  • Updated: 18 May 2017, 04:15 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story