ଭଦ୍ରକ: ଭଦ୍ରକ ପୌରପାଳିକା ପକ୍ଷରୁ ଆଜି ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପୌରପାଳ ମାନସ କୁମାର ମହାନ୍ତି ଜାତୀୟ ପତାକା ଉତ୍ତୋଳନ କରି ପୌରପାଳିକାର ଉନ୍ନତି ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏଥିରେ ପୌର ନିର୍ବାହୀ ଅଧିକାରୀ ଅନ୍ତର୍ଯ୍ୟାମୀ ପଣ୍ଡା, ପୌର ଉପାଧ୍ୟକ୍ଷ କୌଶରା ବେଗମ, କର୍ମଚାରୀ ଓ ଶିକ୍ଷକ,ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ପୌରାଧ୍ୟକ୍ଷ ସହରର ସମସ୍ତ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପୌରପାଳିକା ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କ ଫଳ ବଣ୍ଟନ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।