ଭଞ୍ଜନଗର: ଅଶୋକ ଜୁଏଲାରୀରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ରୋଡ୍‌ରେ ଥିବା ଅଶୋକ ଜୁଏଲାରୀରେ ଆଜି ସକାଳେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି, ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ। କେଉଁ କାରଣରୁ ଦୋକାନରେ ନିଆଁ ଲାଗିଲା ତାହା ଜଣାପଡ଼ି ନାହିଁ।

Fair

Rakesh Mallick
  • Published: Saturday, 17 September 2016
  • , Updated: 17 September 2016, 11:36 AM IST

Related story