ମେ’୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

ପଟ୍ଟାମୁଣ୍ଡାଇ: ଆସନ୍ତା ମେ’ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହା ବନ୍ଦ ରହିବ।  ବଉଳ କୁମ୍ଭୀରଙ୍କ ପ୍ରଜନନ ପାଇଁ ଏହି ଜାତୀୟ ଉଦ୍ୟାନକୁ ବନ୍ଦ ରଖାଯିବ।

bhitara1

Rakesh Mallick
  • Published: Thursday, 27 April 2017
  • , Updated: 27 April 2017, 11:09 PM IST

Related story