ଭୁବନେଶ୍ୱରରେ ଟେରାକୋଟା ପ୍ରଦର୍ଶନୀ 'ମୃତ୍ତିକା-୨୦୧୫'

ଭୁବନେଶ୍ୱର: ହସ୍ତଶିଳ୍ପ-ପୁଞ୍ଜିରେ ଉତ୍ପାଦିତ ସାମଗ୍ରୀ ବିକ୍ରିବଟାର ସୁଯୋଗ ଲକ୍ଷ୍ୟ ନେଇ ସ୍ୱତନ୍ତ୍ର ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା-୨୦୧୫’ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ପ୍ରଦର୍ଶନୀ ଆୟୋଜିତ ହେଉଛି। ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଉଦଘାଟନ କରିଛନ୍ତି। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀ ଚାଲିବ। ୧୧୧ଜଣ କାରିଗର ୫୦ଟି ଷ୍ଟଲରେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପ୍ରଦର୍ଶନ କରିବା ସହ ବିକ୍ରି […]

bhu-7

Rakesh Mallick
  • Published: Tuesday, 03 November 2015
  • , Updated: 03 November 2015, 08:32 AM IST

ଭୁବନେଶ୍ୱର: ହସ୍ତଶିଳ୍ପ-ପୁଞ୍ଜିରେ ଉତ୍ପାଦିତ ସାମଗ୍ରୀ ବିକ୍ରିବଟାର ସୁଯୋଗ ଲକ୍ଷ୍ୟ ନେଇ ସ୍ୱତନ୍ତ୍ର ଟେରାକୋଟା ପ୍ରଦର୍ଶନୀ 'ମୃତ୍ତିକା-୨୦୧୫' ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି। ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ପ୍ରଦର୍ଶନୀ ଆୟୋଜିତ ହେଉଛି। ପ୍ରଦର୍ଶନୀକୁ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଉଦଘାଟନ କରିଛନ୍ତି। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏହି ପ୍ରଦର୍ଶନୀ ଚାଲିବ। ୧୧୧ଜଣ କାରିଗର ୫୦ଟି ଷ୍ଟଲରେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପ୍ରଦର୍ଶନ କରିବା ସହ ବିକ୍ରି କରୁଛନ୍ତି।

Related story