ବିଜେଡିରେ ଯୋଗ ଦେଲେ କୋରେଇ ଅଞ୍ଚଳର ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ୱର : ଯାଜପୁର କୋରେଇ ଅଞ୍ଚଳର ଶତାଧିକ କଂଗ୍ରେସ  କର୍ମୀ ଶନିବାର ବିଜେଡିରେ ଯୋଗ ଦେଇଛନ୍ତି। କୋରେଇ ବ୍ଲକ ଅଧ୍ୟକ୍ଷା ଅପର୍ଣ୍ଣା ମହାନ୍ତି, ବଡକଇଁଚି ସରପଞ୍ଚ ପ୍ରକାଶ ଚନ୍ଦ୍ର ସାହୁ, ତାରପୁର ପଂଚାୟତ ସମିତି ସଦସ୍ୟ ସମୀର ଜେନା ପ୍ରମୁଖ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନବୀନ ନିବାସରେ କୋରେଇ ବିଧାୟକ ଆକାଶ ଦାସ ନାୟକଙ୍କ ଉପସ୍ଥିତିରେ ଏମାନେ ବିଜେଡିରେ ଯୋଗ ଦେଇଛନ୍ତି।

bjd

Rakesh Mallick
  • Published: Saturday, 12 September 2015
  • , Updated: 12 September 2015, 08:21 AM IST

Related story