ଗଛରେ ପିଟି ହେଲା ବାଇକ୍‌, ଜଣେ ମୃତ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ରାଇକଳାପୋଷ ନିକଟରେ ଏକ ବାଇକ୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଲାଡୁ ମୁଣ୍ଡା (୨୫)। ତାଙ୍କ ଘର କୁଲାରେ । ସେ କୋଇଡ଼ା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।