ବିପିଏଲ୍‌ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦାବିରେ ରାସ୍ତାରୋକ

roadବାରିପଦା: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ୍‌ର ଆବୁଆ ପଞ୍ଚାୟତର ୯୦୦ ବିପିଏଲ୍‌ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦାବିରେ ଉତ୍ତ୍ୟକ୍ତ ଲୋକେ ଆଜି ହାତିବନ୍ଧା ଛକ ନିକଟରେ ରାସ୍ତାରୋକ କରିଥିଲେ। ଫଳରେ ବାରିପଦା-ଉଦଳା ରାସ୍ତାରେ ଗାଡ଼ି ଚଳାଚଳ କିଛି ସମୟ ପାଇଁ ବନ୍ଦ ରହିଥିଲା। ପ୍ରଶାସନିକ ଅଧିକାରୀ ଓ ପୋଲିସ୍‌ ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ, ହିତାଧିକାରୀଙ୍କୁ ଭତ୍ତା ଓ ରାସନକାର୍ଡ ପ୍ରଦାନ କରିବାକୁ ଆନ୍ଦୋଳନକାରୀମାନେ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’