ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ଗଞ୍ଜାମ ଜିଲ୍ଲା ଗର୍ବାଗଣ୍ଡା ୟୁ.ପି ସ୍କୁଲ୍ ଶିକ୍ଷକ ଦିଲ୍ଲୀପ କୁମାର ଆଚାର୍ଯ୍ୟଙ୍କ ବ୍ରହ୍ମପୁର ସ୍ଥିତ ବାସଭବନ ସମେତ ଚାରୋଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

vigilance

Rakesh Mallick
  • Published: Thursday, 17 November 2016
  • , Updated: 17 November 2016, 10:56 PM IST

Related story