ବ୍ରହ୍ମପୁର: ବସ୍‌-ବାଇକ୍‌ ଧକ୍କା, ଜଣେ ମୃତ

ବ୍ରହ୍ମପୁର: ବ୍ରହ୍ମପୁର ଗୋଳାବନ୍ଧ ନିକଟରେ ଏକ ବସ୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ପୁଟିପଦର ଗାଁର ଦେବ ବେହେରା। ଦୁର୍ଘଟଣା ପରେ ମିନିବସ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

bmp-accident

bmp-accident

Rakesh Mallick
  • Published: Tuesday, 15 March 2016
  • Updated: 15 March 2016, 08:40 AM IST

Sports

Latest News

ବ୍ରହ୍ମପୁର: ବ୍ରହ୍ମପୁର ଗୋଳାବନ୍ଧ ନିକଟରେ ଏକ ବସ୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ପୁଟିପଦର ଗାଁର ଦେବ ବେହେରା।

ଦୁର୍ଘଟଣା ପରେ ମିନିବସ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos