ବ୍ରହ୍ମପୁର: ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ

ବ୍ରହ୍ମପୁର: ବ୍ରହ୍ମପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଜି କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଥିଲା। ଓକିଲ ସଂଘ ସଭାପତି ବଂଶୀଧର ପାଲଙ୍କ ନେତୃତ୍ତ୍ୱରେ କର୍ମକର୍ତ୍ତାମାନେ କୋର୍ଟ କାର୍ଯ୍ୟ ବର୍ଜନ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ବର୍ଷେ ହେଲା ଓକିଲ ସଂଘ ପକ୍ଷରୁ ମାସର ଶେଷ ୪ ଦିନ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଉଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’