ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ କରଡାକୋଠା ଠାରେ ଆଜି ସକାଳେ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଶିବ ମଲିକ। ରାସ୍ତା କଡରେ ଠିଆ ହୋଇଥିବା ବେଳେ ଅଜଣା ଗଡି ଧକ୍କା ଦେଇଥିବା ଗ୍ରାମବାସୀ କହିଛନ୍ତି। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଦାବିରେ ଖୋର୍ଦ୍ଧା-ବଲାଙ୍ଗିର ୫୭ ନଂ ରାଜପଥ ଉପରେ ମୃତଦେହ ରଖି ଅବରୋଧ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ସହାୟତା ଦେବା ପାଇଁ ପ୍ରତିଶୃତି ଦେବାପରେ ରାସ୍ତା ଅବରୋଧ ହଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।