ବୌଦ୍ଧ : ଅଜଣା ଗାଡି ଧକ୍କାରେ ଜଣେ ମୃତ

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ କରଡାକୋଠା ଠାରେ ଆଜି ସକାଳେ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଶିବ ମଲିକ। ରାସ୍ତା କଡରେ ଠିଆ ହୋଇଥିବା ବେଳେ ଅଜଣା ଗଡି ଧକ୍କା ଦେଇଥିବା ଗ୍ରାମବାସୀ କହିଛନ୍ତି। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଦାବିରେ ଖୋର୍ଦ୍ଧା-ବଲାଙ୍ଗିର ୫୭ ନଂ ରାଜପଥ  ଉପରେ ମୃତଦେହ ରଖି ଅବରୋଧ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତକଙ୍କ ପରିବାରକୁ […]

budha copy

Rakesh Mallick
  • Published: Saturday, 29 August 2015
  • , Updated: 29 August 2015, 07:29 AM IST

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ କରଡାକୋଠା ଠାରେ ଆଜି ସକାଳେ ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଶିବ ମଲିକ। ରାସ୍ତା କଡରେ ଠିଆ ହୋଇଥିବା ବେଳେ ଅଜଣା ଗଡି ଧକ୍କା ଦେଇଥିବା ଗ୍ରାମବାସୀ କହିଛନ୍ତି। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଦାବିରେ ଖୋର୍ଦ୍ଧା-ବଲାଙ୍ଗିର ୫୭ ନଂ ରାଜପଥ  ଉପରେ ମୃତଦେହ ରଖି ଅବରୋଧ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ସହାୟତା ଦେବା ପାଇଁ  ପ୍ରତିଶୃତି ଦେବାପରେ ରାସ୍ତା ଅବରୋଧ  ହଟିଥିଲା।

Related story