ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା: ୨ମୃତ

ବ୍ରହ୍ମପୁର: ବ୍ରହ୍ମପୁର ଶୀତଳାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ।