ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା: ୨ମୃତ

ବ୍ରହ୍ମପୁର: ବ୍ରହ୍ମପୁର ଶୀତଳାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ।

accident

Rakesh Mallick
  • Published: Friday, 26 May 2017
  • , Updated: 26 May 2017, 10:56 PM IST

Related story