ଚୌଦ୍ୱାର ମହୋତ୍ସବ ଉଦଯାପିତ

ଆଠଗଡ଼: ରୂପଯାତ୍ରା ଅବସରରେ ଚାଲିଥିବା ଚୌଦ୍ୱାରା ମହୋତ୍ସବ ଗତକାଲି ଉଦଯାପିତ ହୋଇଯାଇଛି। ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଏବଂ ଶିଳ୍ପ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ୱର୍ଦ୍ଧିତ କରାଯାଇଥିଲା। ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

athgada

Rakesh Mallick
  • Published: Thursday, 29 October 2015
  • , Updated: 29 October 2015, 06:02 AM IST

Related story