ଚମ୍ପୁଆ ଏନଏସି ନିର୍ବାଚନ ପାଇଁ  ନାମାଙ୍କନ ପତ୍ର ଦାଖଲ ଶେଷ

କେନ୍ଦୁଝର:  କେନ୍ଦୁଝର ଜିଲ୍ଲାର ନବଗଠିତ ଚମ୍ପୁଆ ଏନଏସି ନିର୍ବାଚନ ପାଇଁ  ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି।୧୩ ୱାର୍ଡ ବିଶିଷ୍ଟ ଏନ୍ଏସିରେ ୫୪ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସବୁ ୱାର୍ଡରେ ପ୍ରାର୍ଥୀ ଦେଇଛନ୍ତି ବିଜେଡି ଓ ବିଜେପି। ସେହିପରି କଂଗ୍ରେସ ୧୧ଟି ୱାର୍ଡରେ ନାମାଙ୍କନ ପତ୍ର ଦାଖଲ କରିଛି। ଅନ୍ୟପକ୍ଷରେ ମଇଦାନରେ ୧୭ଜଣ ସ୍ୱାଧୀନ ପ୍ରାର୍ଥୀ ରହିଛନ୍ତି। ୯ ହଜାର ୫୦୮ ଜଣ ଭୋଟର୍ ନବଗଠିତ ଏନଏସି ନିର୍ବାଚନ ପାଇଁ ମତଦାନ କରିବେ। ସେପଟେ ନିର୍ବାଚନକୁ ଦୃଷ୍ଟିରେ ରଖି ଚମ୍ପୁଆରେ କଡାସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’