ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ମତୋରେ ରାସ୍ତାରୋକ

ଚାନ୍ଦବାଲି: ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ଆଜି ସକାଳେ ଭଦ୍ରକ- ଚାନ୍ଦବାଲି ରାସ୍ତାର ମତୋଠାରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ରାସ୍ତାରେ ଟାୟାର ଜାଳି ଲୋକେ ପ୍ରଶାସନ ବିରୋଧରେ ନାରାବାଜି କରିଥିଲେ। ଫଳରେ ଭଦ୍ରକରୁ ଚାନ୍ଦବାଲି ସଂଯୋଗ କରିଥିବା ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ମଟର ଅଟକି ରହିଥିଲା। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

chandbali

chandbali

Rakesh Mallick
  • Published: Friday, 03 June 2016
  • Updated: 03 June 2016, 07:56 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story