ଚୂନ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି କାଳୀମନ୍ଦିର ନିକଟରେ ଥିବା ଏକ ଚୂନ ଗୋଦାମରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।  ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

bhadrak

bhadrak

Rakesh Mallick
  • Published: Sunday, 28 May 2017
  • Updated: 28 May 2017, 09:44 AM IST

Sports

Latest News

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି କାଳୀମନ୍ଦିର ନିକଟରେ ଥିବା ଏକ ଚୂନ ଗୋଦାମରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।  ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos