ଚୂନ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି କାଳୀମନ୍ଦିର ନିକଟରେ ଥିବା ଏକ ଚୂନ ଗୋଦାମରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି।  ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।