ଦେବଗଡ଼: ବିଭିନ୍ନ ଯୋଜନାର ସମୀକ୍ଷା କଲେ ସମ୍ବଲପୁର ସାଂସଦ

ଦେବଗଡ଼: ଦେବଗଡ଼ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ଭିଜିଲାନ୍ସ ମନିଟରିଂ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ୱଲପୁର ସାଂସଦ ନଗେନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଦେବଗଡ ଜିଲ୍ଲାପାଳଙ୍କ ଉପସ୍ଥିତିରେ ସାଂସଦ ସମସ୍ତ ବିଭାଗର କାର୍ଯ୍ୟର ସମୀକ୍ଷା କରିଥିଲେ।

deogarh

deogarh

Rakesh Mallick
  • Published: Wednesday, 09 September 2015
  • Updated: 09 September 2015, 11:38 AM IST

Sports

Latest News

ଦେବଗଡ଼: ଦେବଗଡ଼ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ଭିଜିଲାନ୍ସ ମନିଟରିଂ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ୱଲପୁର ସାଂସଦ ନଗେନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ଦେବଗଡ ଜିଲ୍ଲାପାଳଙ୍କ ଉପସ୍ଥିତିରେ ସାଂସଦ ସମସ୍ତ ବିଭାଗର କାର୍ଯ୍ୟର ସମୀକ୍ଷା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos