ଦେବଗଡ଼ରେ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ କଳାପତାକା ଦେଖାଇବାକୁ ଉଦ୍ୟମ

deogarhଦେବଗଡ଼: ବିଜେଡିର ମହାନଦୀ ବଞ୍ଚାଅ ସମାବେଶରେ ଯୋଗ ଦେବା ପାଇଁ ଆଜି ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଦେବଗଡ଼ ଗସ୍ତରେ ଆସିଥିବା ବେଳେ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ତାଙ୍କୁ କଳାପତାକା ଦେଖାଇବାକୁ ଉଦ୍ୟମ କରାଯାଇଥିଲା। ଏ ସଂପର୍କରେ ଖବର ପାଇଁ ପୋଲିସ୍ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମ ନିକଟରେ ମନ୍ତ୍ରୀଙ୍କ ଗାଡ଼ିକୁ ଅଟକାଇ ଦେଇଥିଲା। ଟେଲିଫୋନ୍ ଭବନ ନିକଟରେ ଥିବା ଯୁବ କଂଗ୍ରେସ କର୍ମୀମାନଙ୍କୁ ପୋଲିସ୍ ଥାନାକୁ ନେଇ ଯିବା ପରେ ମନ୍ତ୍ରୀ ସମାବେଶ ସ୍ଥଳକୁ ଯାଇଥିଲେ। ପ୍ରାୟ ୧୦ ମିନିଟ୍ ଧରି ମନ୍ତ୍ରୀ ରାସ୍ତାରେ ଅଟକି ରହି ଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’