ଢେଙ୍କାନାଳ: ଗେଙ୍ଗୁଟିଆ ଗାଁରେ ଉତ୍ତେଜନା

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଗେଙ୍ଗୁଟିଆ ଗାଁରେ ସବର୍ଣ୍ଣ ଓ ଅସବର୍ଣ୍ଣ ବିବାଦକୁ ନେଇ ଆଜି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁଇ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ଏବେ ପରିସ୍ଥିତି ଶାନ୍ତ ରହିଥିବା ଜଣାପଡ଼ିଛି।

dkl

Rakesh Mallick
  • Published: Thursday, 03 November 2016
  • , Updated: 03 November 2016, 05:55 PM IST

Related story