ହାତୀ ଆକ୍ରମଣରେ ଜଣେ ଗୁରୁତର

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା  ମହାବିରୋଡ଼ ରେଞ୍ଜ ଚାନ୍ଦପୁର ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଶରତ ସାହୁ।  ତାଙ୍କୁ ପ୍ରଥମେ ପରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଳଚେର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଆଜି ସକାଳେ ଶରତ ଶୌଚ ହେବା ପାଇଁ ଘର ପାଖ ପଡ଼ିଆକୁ ଯାଇଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା।  ହାତୀ ଆକ୍ରମଣରେ ଶରତଙ୍କ ଅଣ୍ଟା ଭାଙ୍ଗି ଯାଇଛି।

elephent

elephent

Rakesh Mallick
  • Published: Sunday, 07 August 2016
  • Updated: 07 August 2016, 02:14 PM IST

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା  ମହାବିରୋଡ଼ ରେଞ୍ଜ ଚାନ୍ଦପୁର ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଶରତ ସାହୁ।  ତାଙ୍କୁ ପ୍ରଥମେ ପରଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଳଚେର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆଜି ସକାଳେ ଶରତ ଶୌଚ ହେବା ପାଇଁ ଘର ପାଖ ପଡ଼ିଆକୁ ଯାଇଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା।  ହାତୀ ଆକ୍ରମଣରେ ଶରତଙ୍କ ଅଣ୍ଟା ଭାଙ୍ଗି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story