ଗଞ୍ଜାମ: ପାଟପୁରରୁ ଆରମ୍ଭ ହେଲା ବିଜୁ ବିକାଶ ସମାବେଶ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟପୁରରେ ବିଜେଡି ପକ୍ଷରୁ ବିଜୁ ବିକାଶ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ, ବିକ୍ରମ କେଶରୀ ଆରୁଖ, ଉଷା ଦେବୀ, ସାଂସଦ ସିଦ୍ଧାନ୍ତ ମହାପାତ୍ର, ଲଡୁ କିଶୋର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ସମାବେଶରେ ଜିଲ୍ଲାର ସମସ୍ତ ବିଧାୟକ ଓ ଦଳୀୟ କର୍ମୀ ଓ ନେତା ମାନେ ଉପସ୍ଥିତ ଥିଲେ। ଓଡ଼ିଶା ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ଲୋକଙ୍କୁ ଅବଗତ କରାଇବା ସହ ବକ୍ତା ମାନ ଦଳକୁ ସୁଦୃଢ କରିବାକୁ ଏହି ନେତାମାନେ ଆହ୍ୱାନ ଦେଇଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’