ଗଞ୍ଜାମ: ପାଟପୁରରୁ ଆରମ୍ଭ ହେଲା ବିଜୁ ବିକାଶ ସମାବେଶ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟପୁରରେ ବିଜେଡି ପକ୍ଷରୁ ବିଜୁ ବିକାଶ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ, ବିକ୍ରମ କେଶରୀ ଆରୁଖ, ଉଷା ଦେବୀ, ସାଂସଦ ସିଦ୍ଧାନ୍ତ ମହାପାତ୍ର, ଲଡୁ କିଶୋର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ସମାବେଶରେ ଜିଲ୍ଲାର ସମସ୍ତ ବିଧାୟକ ଓ ଦଳୀୟ କର୍ମୀ ଓ ନେତା ମାନେ ଉପସ୍ଥିତ ଥିଲେ। ଓଡ଼ିଶା […]

BIJU SAMABESA

Rakesh Mallick
  • Published: Saturday, 09 January 2016
  • , Updated: 09 January 2016, 02:49 PM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟପୁରରେ ବିଜେଡି ପକ୍ଷରୁ ବିଜୁ ବିକାଶ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ, ବିକ୍ରମ କେଶରୀ ଆରୁଖ, ଉଷା ଦେବୀ, ସାଂସଦ ସିଦ୍ଧାନ୍ତ ମହାପାତ୍ର, ଲଡୁ କିଶୋର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ସମାବେଶରେ ଜିଲ୍ଲାର ସମସ୍ତ ବିଧାୟକ ଓ ଦଳୀୟ କର୍ମୀ ଓ ନେତା ମାନେ ଉପସ୍ଥିତ ଥିଲେ। ଓଡ଼ିଶା ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ଲୋକଙ୍କୁ ଅବଗତ କରାଇବା ସହ ବକ୍ତା ମାନ ଦଳକୁ ସୁଦୃଢ କରିବାକୁ ଏହି ନେତାମାନେ ଆହ୍ୱାନ ଦେଇଥିଲେ।

Related story