ବିଜେଡିରେ ମିଶିଲେ କେନ୍ଦ୍ରାପଡ଼ାର ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ୍ ତଥା ଆଳି ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ଧନ ରଞ୍ଜନ ବୋଷଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଓ ନେତା ଆଜି ବିଜେଡିରେ ଯୋଗ ଦେଇଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ସ୍ୱାଗତ କରିଥିଲେ। ଆଳି ଅଞ୍ଚଳର ଏହି କଂଗ୍ରେସ କର୍ମୀମାନେ ବିଜେଡିରେ ଯୋଗ ଦେବା ପରେ ଦଳ ଅଧିକ ମଜଭୁତ ହେବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।

naveen

Rakesh Mallick
  • Published: Sunday, 13 March 2016
  • , Updated: 13 March 2016, 08:20 AM IST

Related story