ଇଣ୍ଡିଆନ୍ ଆଇଡଲ୍ ଜୁନିଅର ବିଜେତା ଅନନ୍ୟାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ଜୁନିଅର ସିଜିନ -୨ର ବିଜେତା ଅନନ୍ୟା ଶ୍ରୀତମ ନନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଅନନ୍ୟାଙ୍କ ପ୍ରଦର୍ଶନ ପ୍ରତ୍ୟେକ ଓଡ଼ିଆଙ୍କୁ ଗର୍ବିତ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଅନନ୍ୟାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସର୍ବଭାରତୀୟ ସ୍ତରରେ ସେ ଓଡ଼ିଶାର ଓଡ଼ିଶାର ଟେକ ରଖିଛନ୍ତି ବୋଲି ସଂସ୍କୃତି ମନ୍ତ୍ରୀ କହିଛନ୍ତି। ସେହିପରି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ସମେତ […]

ananya

Rakesh Mallick
  • Published: Monday, 07 September 2015
  • , Updated: 07 September 2015, 02:32 PM IST

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ଜୁନିଅର ସିଜିନ -୨ର ବିଜେତା ଅନନ୍ୟା ଶ୍ରୀତମ ନନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଅନନ୍ୟାଙ୍କ ପ୍ରଦର୍ଶନ ପ୍ରତ୍ୟେକ ଓଡ଼ିଆଙ୍କୁ ଗର୍ବିତ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସଂସ୍କୃତି ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଅନନ୍ୟାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସର୍ବଭାରତୀୟ ସ୍ତରରେ ସେ ଓଡ଼ିଶାର ଓଡ଼ିଶାର ଟେକ ରଖିଛନ୍ତି ବୋଲି ସଂସ୍କୃତି ମନ୍ତ୍ରୀ କହିଛନ୍ତି।

ସେହିପରି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପିସିସି ସଭାପତି ପ୍ରସାଦ ହରିଚନ୍ଦନଙ୍କ ସମେତ ବହୁ ପ୍ରମୁଖ ବ୍ୟକ୍ତି ଅନନ୍ୟାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

Related story