ଯାଜପୁର: ୨୦୦ ନମ୍ବର ରାଜପଥ ତାରିଣୀ ଛକରେ ସଡକ ଦୁର୍ଘଟଣା, ମହିଳା ମୃତ

ଯାଜପୁର: ଜେନାପୁର ଥାନା ଅନ୍ତର୍ଗତ ୨୦୦ ନମ୍ୱର ଜାତୀୟ ରାଜପଥ ତାରିଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ମୃତ ମହିଳା ଓ ଆହତମାନେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନେ ଏକ ବୋଲେରୋରେ ଚଣ୍ଡିଖୋଲ ଆଡ଼କୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ବୋଲେରୋଟି […]

jajpur

jajpur

Rakesh Mallick
  • Published: Tuesday, 08 September 2015
  • Updated: 08 September 2015, 03:06 PM IST

Sports

Latest News

jajpurଯାଜପୁର: ଜେନାପୁର ଥାନା ଅନ୍ତର୍ଗତ ୨୦୦ ନମ୍ୱର ଜାତୀୟ ରାଜପଥ ତାରିଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ମୃତ ମହିଳା ଓ ଆହତମାନେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନେ ଏକ ବୋଲେରୋରେ ଚଣ୍ଡିଖୋଲ ଆଡ଼କୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ବୋଲେରୋଟି ଚୁରମାର ହୋଇଯିବା ସହ ଉଭୟ ଗାଡ଼ି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story