ଯାଜପୁର: ୨୦୦ ନମ୍ବର ରାଜପଥ ତାରିଣୀ ଛକରେ ସଡକ ଦୁର୍ଘଟଣା, ମହିଳା ମୃତ

ଯାଜପୁର: ଜେନାପୁର ଥାନା ଅନ୍ତର୍ଗତ ୨୦୦ ନମ୍ୱର ଜାତୀୟ ରାଜପଥ ତାରିଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ମୃତ ମହିଳା ଓ ଆହତମାନେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନେ ଏକ ବୋଲେରୋରେ ଚଣ୍ଡିଖୋଲ ଆଡ଼କୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ବୋଲେରୋଟି […]

jajpur

Rakesh Mallick
  • Published: Tuesday, 08 September 2015
  • , Updated: 08 September 2015, 03:06 PM IST

ଯାଜପୁର: ଜେନାପୁର ଥାନା ଅନ୍ତର୍ଗତ ୨୦୦ ନମ୍ୱର ଜାତୀୟ ରାଜପଥ ତାରିଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ମୃତ ମହିଳା ଓ ଆହତମାନେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନେ ଏକ ବୋଲେରୋରେ ଚଣ୍ଡିଖୋଲ ଆଡ଼କୁ ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ବୋଲେରୋଟି ଚୁରମାର ହୋଇଯିବା ସହ ଉଭୟ ଗାଡ଼ି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।

Related story