ଯାଜପୁର: ଡମ୍ପର ଧକ୍କାରେ ଜଣେ ମୃତ

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଖରମଙ୍ଗି ଗାଁ ରାସ୍ତାରେ ଏକ ଡମ୍ପର ଧକ୍କାରେ ହୃଦାନନ୍ଦ ନାୟକଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ରାସ୍ତା ମରାମତି ଓ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ। ବଡ଼ଚଣା ପୋଲିସ୍‌ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା। ପୋଲିସ ଡମ୍ପରକୁ ଜବତ କରିଛି।

ଆଜି ସକାଳେରେ ହୃଦାନନ୍ଦ ରାସ୍ତା ପାରି ହେଉଥିବା ବେଳେ ବାଲି ବୋଝେଇ ଡମ୍ପର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’