କାମାକ୍ଷାନଗର: ୬ ବଖରା ଘର ଜଳିଗଲା

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଦସିପୁର ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀକାନ୍ତପୁରରେ ଆଜି ସକାଳେ ଅଗ୍ନିକାଣ୍ଡ ଘଟି ୬ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଖବର ପାଇ ପରଜଙ୍ଗରୁ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କିନ୍ତୁ ସେତେବେଳକୁ ସବୁ ଜଳି ପାଉଁଶ ହୋଇଯାଇଥିଲା। ଆଜି ଭୋର ପ୍ରାୟ ସାଢେ ୪ଟାରେ ଲକ୍ଷ୍ମୀକାନ୍ତପୁରର ଲୋଚନ ସାହୁଙ୍କ ଘରେ ବିଦ୍ୟୁତ ସଟ୍‌ ସର୍କିଟରୁ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ତାଙ୍କର ୬ ବଖରା ଘର ସଂପୂର୍ଣ୍ଣ ଜଳିଯିବା ସହ […]

kanaynager

kanaynager

Rakesh Mallick
  • Published: Wednesday, 19 October 2016
  • Updated: 19 October 2016, 05:29 PM IST

Sports

Latest News

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଦସିପୁର ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀକାନ୍ତପୁରରେ ଆଜି ସକାଳେ ଅଗ୍ନିକାଣ୍ଡ ଘଟି ୬ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଖବର ପାଇ ପରଜଙ୍ଗରୁ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। କିନ୍ତୁ ସେତେବେଳକୁ ସବୁ ଜଳି ପାଉଁଶ ହୋଇଯାଇଥିଲା।

ଆଜି ଭୋର ପ୍ରାୟ ସାଢେ ୪ଟାରେ ଲକ୍ଷ୍ମୀକାନ୍ତପୁରର ଲୋଚନ ସାହୁଙ୍କ ଘରେ ବିଦ୍ୟୁତ ସଟ୍‌ ସର୍କିଟରୁ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ତାଙ୍କର ୬ ବଖରା ଘର ସଂପୂର୍ଣ୍ଣ ଜଳିଯିବା ସହ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story