ଝାରସୁଗୁଡା: ଝାରସୁଗୁଡାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ସରକାରୀ ମହିଳା ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ପରମେଶ୍ୱରଂ ବି ମୁଖ୍ୟଅତିଥି ରୂପେ ଯୋଗଦେଇଥିଲେ । ଜିଲ୍ଲାର ସମସ୍ତ ୫ଟି ବ୍ଲକର ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ବିକାଶ ପ୍ରଧାନ ସଭାପତିତ୍ୱ କରିଥିଲେ । ଏହି ଅବସରରେ ୧୦ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି ସରସ୍ୱତୀ ଶିଶୁମନ୍ଦିରରେ ଗୁରୁଦିବସ ପାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦିଗାମ୍ୱର ମାଝି ଗୁରୁଦିବସ ବିଷୟରେ ଆଲୋକପାତ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Crime
କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।