ଝାରସୁଗୁଡା: ସରକାରୀ ମହିଳା ବିଦ୍ୟାଳୟରେ ଗୁରୁଦିବସ ପାଳିତ

ଝାରସୁଗୁଡା: ଝାରସୁଗୁଡାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ସରକାରୀ ମହିଳା ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ପରମେଶ୍ୱରଂ ବି ମୁଖ୍ୟଅତିଥି ରୂପେ ଯୋଗଦେଇଥିଲେ । ଜିଲ୍ଲାର ସମସ୍ତ ୫ଟି ବ୍ଲକର ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ବିକାଶ ପ୍ରଧାନ ସଭାପତିତ୍ୱ କରିଥିଲେ । ଏହି ଅବସରରେ ୧୦ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି ସରସ୍ୱତୀ ଶିଶୁମନ୍ଦିରରେ ଗୁରୁଦିବସ ପାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦିଗାମ୍ୱର […]

teacher day

teacher day

Rakesh Mallick
  • Published: Saturday, 05 September 2015
  • Updated: 05 September 2015, 07:25 AM IST

Sports

Latest News

ଝାରସୁଗୁଡା: ଝାରସୁଗୁଡାରେ ଜିଲ୍ଲାସ୍ତରୀୟ ଗୁରୁଦିବସ ସରକାରୀ ମହିଳା ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଜିଲ୍ଲାପାଳ ପରମେଶ୍ୱରଂ ବି ମୁଖ୍ୟଅତିଥି ରୂପେ ଯୋଗଦେଇଥିଲେ । ଜିଲ୍ଲାର ସମସ୍ତ ୫ଟି ବ୍ଲକର ଶିକ୍ଷକ ଶିକ୍ଷୟତ୍ରୀମାନେ ଉପସ୍ଥିତ ରହିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ବିକାଶ ପ୍ରଧାନ ସଭାପତିତ୍ୱ କରିଥିଲେ । ଏହି ଅବସରରେ ୧୦ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି ସରସ୍ୱତୀ ଶିଶୁମନ୍ଦିରରେ ଗୁରୁଦିବସ ପାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦିଗାମ୍ୱର ମାଝି ଗୁରୁଦିବସ ବିଷୟରେ ଆଲୋକପାତ କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story