ଝାରସୁଗୁଡା: ହିନ୍ଦୁ ଧର୍ମକୁ ଫେରିଲେ ୧୪୨ ପରିବାର

ଝାରସୁଗୁଡା: ଝାରସୁଗୁଡ଼ାରେ ୧୪୨ ପରିବାର ହିନ୍ଦୁ ଧର୍ମକୁ ଫେରିଛନ୍ତି। ଏ ନେଇ ଆଜି ଗାୟତ୍ରୀ ପରିବାର ପକ୍ଷରୁ ସ୍ଥାନୀୟ ସତସଙ୍ଗ ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କନ୍ଧମାଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଏହି ପରିବାରଗୁଡ଼ିକ ସ୍ୱଇଚ୍ଛାରେ ସେମାନଙ୍କ ମୂଳ ଧର୍ମକୁ ଫେରିଥିବା କହିଛନ୍ତି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’