କଟକରେ ଗୋଷ୍ଠୀ ସଂଘର୍ଷ ଘଟଣା: ସ୍ଥିତି ଶାନ୍ତ, ୧୨ ଅଟକ

କଟକ:  ରବିବାର ଗୋଷ୍ଠୀ ସଂଘର୍ଷ ଘଟଣା ପରେ କଟକ ଝୋଲାସାହିରେ ଏବେ ସ୍ଥିତି ଶାନ୍ତ ରହିଛି। ତେବେ ସ୍ଥିତିକୁ ଦେଖି ସେଠାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସେପଟେ ଗଣ୍ଡଗୋଳ ଘଟଣାରେ କମିଶନରେଟ୍ ପୋଲିସ ୧୨ ଜଣଙ୍କୁ ଅଟକ ରଖିଛି।

ଗୁଡ଼ି ଉଡ଼ାକୁ କେନ୍ଦ୍ର କରି ଗତକାଲି ସନ୍ଧ୍ୟାରେ ଝୋଲାସାହିର ୨ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା। ଉଭୟ ପକ୍ଷରୁ ଢେଲା ପଥର ଓ କାଚ ବୋତଲ ମାଡ଼ ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀର ୩ଜଣ ଏବଂ ଜଣେ ପୋଲିସ କର୍ମଚାରୀ ସାମାନ୍ୟ ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’