କଳାହାଣ୍ଡି: ଝାଡାବାନ୍ତି ଓ ଜ୍ୱରରେ ୨ ମାସରେ ୨୭ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ କେରପାର ଓ ତଳନାଗୀ ପଞ୍ଚାୟତରେ ଝାଡ଼ାବାନ୍ତି ଏବଂ ଜ୍ୱରରେ ୨ ମାସରେ ୨୭ ଜଣଙ୍କ ମୃତ୍ୟୁ ଅଭିଯୋଗ ପରେ ସ୍ୱାସ୍ଥ୍ୟ ବିଭାଗ ଚେତା ପଶିଛି। ଏକ ମେଡିକାଲ ଟିମ୍‌ ଉକ୍ତ ପ୍ରଭାବିତ ଗାଁକୁ ଯାଇ ରକ୍ତ ନମୁନା ସଂଗ୍ରହ କରିଛି।

ସିଡିଏମ୍‌ଓ କହିଛନ୍ତି, “କେରପାର ଓ ତଳନାଗୀ ପଞ୍ଚାୟତ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ରୋଗୀଙ୍କୁ ଚିକିତ୍ସା ସୁବିଧା ଯୋଗାଇବା ସହଯ ହୋଇପାରୁନି। ତଥାପତି ଯୁଦ୍ଧ୍ୟକାଳୀନ ଭିତ୍ତିରେ ରୋଗୀଙ୍କୁ ଚିକିତ୍ସା ସୁବିଧା ଯୋଗାଇବାକୁ ଚେଷ୍ଟା କରାଯାଉଛି। ତେବେ କେଉଁ ନିର୍ଦ୍ଦିଷ୍ଟ କରଣରୁ ରୋଗୀଙ୍କ ମୃତ୍ୟୁ ଘଟୁଛି ତାହା ଜଣାପଡ଼ୁନି।”

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’