କାମାକ୍ଷାନଗର: ଦୁର୍ଘଟଣାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଜିରିଡ଼ାମାଳି ଛକରେ ଗତକାଲି ବିଳମ୍ବିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଅର୍ଣ୍ଣ ମଳିକ(୭୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପରିବାରବର୍ଗକୁ କ୍ଷତିପୂରଣ ପ୍ରଦାନ ଦାବିରେ ଆଜି ସକାଳେ ସ୍ଥାନୀୟ ଲୋକେ କଙ୍କଡ଼ାହାଡ଼ ମୁଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ଫଳରେ ଯାନବାହନ ଗୁଡ଼ିକ ବହୁ ସମୟ ଧରି ଅଟକି ରହିଥିଲା।

road

road

Rakesh Mallick
  • Published: Friday, 29 April 2016
  • Updated: 29 April 2016, 04:50 AM IST

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story